ଚଳିତ ମୌସୁମୀ ଋତୁରେ ମାଲକାନଗିରି ଜିଲ୍ଲାରେ ସର୍ବାଧିକ ୬୮୪.୪ ମିମି ସହ ୪୨ ପ୍ରତିଶତ ଅଧିକ ବର୍ଷା, ଗଞ୍ଜାମ ଜିଲ୍ଲାରେ ସର୍ବନିମ୍ନ ୨୨୧.୮ ମିମି ସହ ୩୬% ନିଅଣ୍ଟିଆ ରେକର୍ଡ

0
440
rains

By Our Correspondent

BHUBANE SWAR:  ଚଳିତ ମୌସୁମୀ ଋତୁରେ, ୧ ଜୁନ ରୁ ଆଜି ୨୩ ଜୁଲାଇ ସୁଦ୍ଧା ରାଜ୍ୟରେ ୪୦୧.୩ ମିମି ବର୍ଷା ରେକର୍ଡ କରାଯାଇଛି ଯାହା ସ୍ଵାଭାଵିକ ବର୍ଷା ୪୫୮.୮ ମିମି ତୁଳନାରେ ୧୩ ପ୍ରତିଶତ କମ ରହିଛି ଯାହାକି ସ୍ୱଭାବିକ ପରିସର ଭୁକ୍ତ |

ଏହି ଅବଧି ମଧ୍ୟରେ ମାଲକାନଗିରି ଜିଲ୍ଲାରେ ସର୍ବାଧିକ ୬୮୪.୪ ମିମି ସହ ୪୨ ପ୍ରତିଶତ ଅଧିକ ବର୍ଷା ରେକର୍ଡ ହୋଇଛି.

ଗଞ୍ଜାମ ଜିଲ୍ଲାରେ ସର୍ବନିମ୍ନ ୨୨୧.୮ ମିମି ସହ ୩୬% ନିଅଣ୍ଟିଆ ରେକର୍ଡ ହୋଇଛି |

ମୌସୁମୀ ସ୍ୱାଭାବିକ ସହ , ଗତ ୨୪ ଘଣ୍ଟାରେ ରାଜ୍ୟରେ ହାରାହାରି ୧୪.୨ ମିମି ବର୍ଷା ରେକର୍ଡ କରାଯାଇଛି ଯାହା ସ୍ୱାଭାବିକ ବର୍ଷା ୯.୯ ମିମି ତୁଳନାରେ ୪୪ ପ୍ରତିଶତ ଅଧିକ ରହିଛି |

LEAVE A REPLY

Please enter your comment!
Please enter your name here