ଚୌଦ୍ଵାର କଟକ ନିର୍ବାଚନ ମଣ୍ଡଳୀର ବହୁ କଂଗ୍ରେସ କର୍ମୀ ବିଜେପିରେ ସାମିଲ

0
126

By Our Correspondent

BHUBANESWAR:  ଭାରତୀୟ ଜନତା ପାର୍ଟି ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ରାଜ୍ୟ ବିଜେପି ସଭାପତି ଙ୍କ ଉପସ୍ଥିତିରେ ଆଜି କଟକ ସଦର ଜିଲ୍ଲା ଚୌଦ୍ଵାର କଟକ ନିର୍ବାଚନ ମଣ୍ଡଳୀର ସାଳଗାଁ ସରପଞ୍ଚ ପବିତ୍ର ମୋହନ ଉପାଧ୍ୟାୟ, ନଖରା ସରପଞ୍ଚ ମଧୁଛନ୍ଦା ଉପାଧ୍ୟାୟ ଓ ବରିଷ୍ଠ ନେତା ଜୟନ୍ତ ବେହେରାଙ୍କ ସମେତ ବହୁ କଂଗ୍ରେସ କର୍ମୀ ବିଜେପିରେ ସାମିଲ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here