ଚୌଦ୍ୱାର ମଙ୍ଗରାଜପୁର ଡମଣୀ ଡ୍ୟାମରେ ବୁଡି ୨ ଜଣ ଛାତ୍ର ମୃତ୍ଯୁବରଣ କରିଥିବା ଜାଣି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଦୁଃଖପ୍ରକାଶ କରିବା ସହ ରାଜ୍ୟ ବିପର୍ଯ୍ୟୟ ସହାୟତା ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି

0
67

By Our Correspondent

BHUBANESWAR:  ଚୌଦ୍ୱାର ମଙ୍ଗରାଜପୁର ଡମଣୀ ଡ୍ୟାମରେ ବୁଡି ୨ ଜଣ ଛାତ୍ର ମୃତ୍ଯୁବରଣ କରିଥିବା ଜାଣି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଦୁଃଖପ୍ରକାଶ କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜ୍ଞାପନ କରିଛନ୍ତି।

ମୃତକଙ୍କ ପରିବାର ପାଇଁ ରାଜ୍ୟ ବିପର୍ଯ୍ୟୟ ସହାୟତା ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

 

LEAVE A REPLY

Please enter your comment!
Please enter your name here