ଦେବସ୍ନାନ ମଣ୍ଡପକୁ ପହଣ୍ଡି ବିଜେ ପାଇଁ ଶ୍ରୀବିଗ୍ରହମାନଙ୍କ ‘ସେନାପଟା ଲାଗି’ ନୀତି ଅନୁଷ୍ଠିତ ହେବ, ଆଜି ରାତ୍ର ଘ.୧୨.୦୦ ଟିକା ଠାରୁ ଆସନ୍ତା କାଲି ତା୨୧.୬.୨୦୨୪ରିଖ,ଶୁକ୍ରବାର ସକାଳ ଘ.୧୧.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ

0
100

By Our Correspondent

PURI/BHUBANESWAR:   ଦେବସ୍ନାନ ମଣ୍ଡପକୁ ପହଣ୍ଡି ବିଜେ ପାଇଁ ଶ୍ରୀବିଗ୍ରହମାନଙ୍କ *ସେନାପଟା ଲାଗି* ନୀତି ଅନୁଷ୍ଠିତ ହେବ।

ଏଣୁ ବଡ଼ସିଂହାର ଭୋଗ ଶେଷ ହେବା ପରେ ଆପାତତଃ  ଆଜି ରାତ୍ର ଘ.୧୨.୦୦ ଟିକା ଠାରୁ ଆସନ୍ତା କାଲି ତା୨୧.୬.୨୦୨୪ରିଖ,ଶୁକ୍ରବାର ସକାଳ ଘ.୧୧.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

LEAVE A REPLY

Please enter your comment!
Please enter your name here