ନାଗରିକଙ୍କ ପାଇଁ ସୁରକ୍ଷା ବ୍ୟବସ୍ଥାକୁ ଆହୁରି ଦୃଢ଼ କରିବା ନିମନ୍ତେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟରେ ୨,୫୦୦ଟି ନୂଆ ଗୃହରକ୍ଷୀ ପଦବୀ ସୃଷ୍ଟି କରିବା ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି

0
202
Chief Minister Mohan Charan Majhi-file

By Our Correspondent

BHUBANESWAR:   ରାଜ୍ୟର ପ୍ରତିଟି ନାଗରିକଙ୍କ ପାଇଁ ସୁରକ୍ଷା ବ୍ୟବସ୍ଥାକୁ ଆହୁରି ଦୃଢ଼ କରିବା ନିମନ୍ତେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟରେ ୨,୫୦୦ଟି ନୂଆ ଗୃହରକ୍ଷୀ ପଦବୀ ସୃଷ୍ଟି କରିବା ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି।

ରାଜ୍ୟରେ ବର୍ତ୍ତମାନ ଗୃହରକ୍ଷୀ ପଦବୀ ସଂଖ୍ୟା ୧୭,୬୭୫ ଥିବାବେଳେ ଏହି ୨,୫୦୦ନୂଆ ପଦବୀ ସୃଷ୍ଟି ହେବା ପରେ ସମୁଦାୟ ପଦବୀ ସଂଖ୍ୟା ୨୦,୧୭୫ ହୋଇଛି ।

 

LEAVE A REPLY

Please enter your comment!
Please enter your name here