OdishaBhubaneswar ନିର୍ବାଚନ ପ୍ରକିୟା ସମ୍ପୂର୍ଣ୍ଣ ହେଲା ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଅଭିଯୋଗ ଶୁଣାଣି ବନ୍ଦ ରହିବ By Anurjay - March 17, 2024 0 305 Facebook Twitter Pinterest WhatsApp cm By Our Correspondent BHUBANESWAR: ଆଗାମୀ ଲୋକସଭା ଓ ବିଧାନସଭା ନିର୍ବାଚନ ପରିପ୍ରେକ୍ଷୀରେ ଆଦର୍ଶ ଆଚରଣବିଧି ଘୋଷଣା ହୋଇଥିବାରୁ ନିର୍ବାଚନ ପ୍ରକିୟା ସମ୍ପୂର୍ଣ୍ଣ ହେଲା ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଅଭିଯୋଗ ଶୁଣାଣି ବନ୍ଦ ରହିବ।