By Our Correspondent
BHUBANESWAR: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ନୂଆ ଦିଲ୍ଲୀ ଠାରେ ପଶ୍ଚିମ ବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ସାକ୍ଷାତ କରି ଆଳୁ ଯୋଗାଣ ସମସ୍ୟାର ସମାଧାନ ପାଇଁ ଆଲୋଚନା କରିଛନ୍ତି।
ଉଭୟ ମୁଖ୍ୟମନ୍ତ୍ରୀ ନୀତି ଆୟୋଗ ବୈଠକରେ ଯୋଗ ଦେବା ପାଇଁ ଦିଲ୍ଲୀରେ ଅଛନ୍ତି।
ଆଲୋଚନାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଥିଲେ ଯେ ପଶ୍ଚିମ ବଙ୍ଗରୁ ଓଡ଼ିଶାକୁ ଆଳୁ ଯୋଗାଣ ବାଧାପ୍ରାପ୍ତ ହୋଇଥିବାରୁ ଦରଦାମ ଅହେତୁକ ବୃଦ୍ଧି ପାଉଛି।
ଏହାଦ୍ବାରା ରାଜ୍ୟର ଜନ ସାଧାରଣ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହି ସମସ୍ୟାର ଶୀଘ୍ର ସମାଧାନ ପାଇଁ ସେ ମମତା ବାନାର୍ଜୀଙ୍କୁ ଅନୁରୋଧ କରିଥିଲେ।






![Ministry of Rural Development has notified the Schedule of Permissible Works under the Viksit Bharat – Guarantee for Rozgar and Ajeevika Mission (Gramin) [VB–G RAM G] Act, 2025, providing for 375 permissible works under the new rural works framework](https://indianewsdiary.com/wp-content/uploads/2026/10/Viksit-Bharat-–-Guarantee-for-Rozgar-and-Ajeevika-Mission-Gramin-VB–G-RAM-G-Act-218x150.png)


















