ପଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ବକ୍ତରପୁରର ଏକ ଦୋକାନରେ ଅଗ୍ନିକାଣ୍ଡ ଯୋଗୁଁ ଜଣେ ମହିଳାଙ୍କ ପ୍ରାଣହାନି, ମୃତକଙ୍କ ପରିବାର ପାଇଁ ମୁଖ୍ୟମନ୍ତ୍ରୀ ୨ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି

0
365

By Our Correspondent

BHUBANESWAR:  ପଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ବକ୍ତରପୁରର ଏକ ଦୋକାନରେ ଅଗ୍ନିକାଣ୍ଡ ଯୋଗୁଁ ଜଣେ ମହିଳାଙ୍କ ପ୍ରାଣହାନି ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି।

ଏଥିସହ ମୃତକଙ୍କ ପରିବାର ପାଇଁ ମୁଖ୍ୟମନ୍ତ୍ରୀ ୨ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି।

 

LEAVE A REPLY

Please enter your comment!
Please enter your name here