ପଦ୍ମପୁରର ପ୍ରଥମ ଅତିରିକ୍ତ ଜିଲ୍ଲାପାଳ ଭାବରେ ୨୦୨୦ ବ୍ଯାଚର ଭାରତୀୟ ପ୍ରଶାସନିକ ଅଧିକାରୀ  ଚଭନ କୁନାଲ ମୋତିରାମଙ୍କୁ ନିଯୁକ୍ତି

0
237

By Our Correspondent

BHUBANESWAR:  ପଦ୍ମପୁର ପାଇଁ ଏକ ନୂତନ ଅତିରିକ୍ତ ଜିଲ୍ଲାପାଳ ପଦବୀ  ସ୍ରୁଷ୍ଟିକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ମଞ୍ଜୁରୀ ଦେବା ସହିତ ପଦ୍ମପୁରର ପ୍ରଥମ ଅତିରିକ୍ତ ଜିଲ୍ଲାପାଳ ଭାବରେ ୨୦୨୦ ବ୍ଯାଚର ଭାରତୀୟ ପ୍ରଶାସନିକ ଅଧିକାରୀ ଶ୍ରୀ ଚଭନ କୁନାଲ ମୋତିରାମଙ୍କୁ ନିଯୁକ୍ତି ଦେଇଛନ୍ତି।

ପଦ୍ମପୁର ବରଗଡ଼ ଜିଲ୍ଲାର ଏକ ସବଡିଭିଜନ। ପଦ୍ମପୁରର ବିକାଶ କାମ ତ୍ୱରାନିତ କରିବା ସହିତ ପ୍ରଶାସନିକ ବ୍ୟବସ୍ଥାକୁ ଅଧିକ ସୁଦୃଢ କରି ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୀଘ୍ର ସମାଧାନ କରିବାରେ ଏହା ସହାୟକ ହେବ.

LEAVE A REPLY

Please enter your comment!
Please enter your name here