ପବିତ୍ର ରାକ୍ଷୀ ପୂର୍ଣ୍ଣିମାର ଶୁଭ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ରାକ୍ଷୀ ବାନ୍ଧିଛନ୍ତି ବିଭିନ୍ନ ବିଦ୍ୟାଳୟର କୁନି କୁନି ଛାତ୍ରୀ ତଥା ସାମାଜିକ ଓ ଧାର୍ମିକ ଅନୁଷ୍ଠାନର ଭଉଣୀମାନେ

0
81

By Our Correspondent

BHUBANESWAR:   ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମାର ଶୁଭ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ରାକ୍ଷୀ ବାନ୍ଧିଛନ୍ତି ବିଭିନ୍ନ ବିଦ୍ୟାଳୟର କୁନି କୁନି ଛାତ୍ରୀ ତଥା ସାମାଜିକ ଓ ଧାର୍ମିକ ଅନୁଷ୍ଠାନର ଭଉଣୀମାନେ।

ମୁଖ୍ୟମନ୍ତ୍ରୀଙ୍କୁ ଦୃଷ୍ଟିବାଧିତ ଛାତ୍ରୀମାନେ ମଧ୍ଯ ରାକ୍ଷୀ ବାନ୍ଧିଥିଲେ। ମୁଖ୍ୟମନ୍ତ୍ରୀ ସମସ୍ତ ଭଉଣୀମାନଙ୍କ ମଙ୍ଗଳ କାମନା କରିଥିଲେ.

ପବିତ୍ର ଗହ୍ମା ପୂର୍ଣ୍ଣିମା ତଥା ରକ୍ଷା ବନ୍ଧନ ଅବସରରେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି।

LEAVE A REPLY

Please enter your comment!
Please enter your name here