By Our Correspondent
BHUBANESWAR: ପ୍ରଧାନମନ୍ତ୍ରୀ ମୋଦିଙ୍କ ଭୁବନେଶ୍ୱର ଗସ୍ତ ପାଇଁ ଟ୍ରାଫିକ କଟକଣା. ଆସନ୍ତାକାଲି ସକାଳ ୭ଟା ୩୦ରୁ ଅପରାହ୍ନ ୩ଟା ଯାଏଁ କଟକଣା. କମିଶନରେଟ୍ ପୁଲିସ ପକ୍ଷରୁ ଜାରି ହେଲା ଟ୍ରାଫିକ ନିର୍ଦ୍ଦେଶନାମା.
ଜୟଦେବ ବିହାରରୁ ନାଲକୋ ଛକ, ନାଲକୋ ଛକରୁ ଜୟଦେବ ବିହାର କଟକଣା. ନନ୍ଦନକାନନ ପଟୁ ଜୟଦେବ ବିହାର ଆଡ଼କୁ ଯିବା ପାଇଁ ଡମଣା ଛକରୁ ବାମକୁ ଯିବେ.
ଜୟଦେବ ବିହାର ପଟୁ ନନ୍ଦନକାନନ ଆଡ଼କୁ ଗଲେ ଆଚାର୍ଯ୍ୟ ବିହାର ସୈନିକ ସ୍କୁଲ ଦେଇ ଯିବେ. ଜରୁରୀକାଳୀନ ସେବାରେ ନିୟୋଜିତ ଫାୟାର, ଆମ୍ବୁଲାନ୍ସ ପାଇଁ କଟକଣା ନାହିଁ .
















![Ministry of Rural Development has notified the Schedule of Permissible Works under the Viksit Bharat – Guarantee for Rozgar and Ajeevika Mission (Gramin) [VB–G RAM G] Act, 2025, providing for 375 permissible works under the new rural works framework](https://indianewsdiary.com/wp-content/uploads/2026/10/Viksit-Bharat-–-Guarantee-for-Rozgar-and-Ajeevika-Mission-Gramin-VB–G-RAM-G-Act-100x70.png)










