ବର୍ଷ ବର୍ଷ ସମୟ ଧରି ଅବସ୍ଥାପିତ ଥିବା ବିଭିନ୍ନ ବିଭାଗର ଅଧିକାରୀଙ୍କୁ ତୁରନ୍ତ ବଦଳି କରାଯିବା ଦାବିରେ ବିଜେପିର ଏକ ପ୍ରତିିନିଧି ଦଳ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟି ଦାବୀ ଜଣାଇଛନ୍ତି

0
400

By Our Correspondent

BHUBANESWAR:  ନିର୍ବାଚନ ପରିଚାଳନାକୁ ଅବାଧ ଓ ନିରପେକ୍ଷ କରାଇବା ଦାୟୀତ୍ୱ ହେଉଛି ନିର୍ବାଚନ କମିଶନଙ୍କର, ଆଉ ନିର୍ବାଚନ କମିଶନରଙ୍କ ନିର୍ଦ୍ଦେଶକୁ ପାଳନ କରିବା ଦାୟୀତ୍ୱ ହେଉଛି ରାଜ୍ୟ ସରକାରଙ୍କର ।

ସେଥିପାଇଁ ବର୍ଷ ବର୍ଷ ସମୟ ଧରି ଅବସ୍ଥାପିତ ଥିବା ବିଭିନ୍ନ ବିଭାଗର ଅଧିକାରୀଙ୍କୁ ତୁରନ୍ତ ବଦଳି କରାଯିବା ଦାବିରେ ରାଜ୍ୟ ଉପସଭାପତି Dr Lekhashree Samantsinghar ଙ୍କ ନେତୃତ୍ୱରେ ବିଜେପିର ଏକ ପ୍ରତିିନିଧି ଦଳ ଆଜି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟି ଦାବୀ ଜଣାଇଛନ୍ତି ।

LEAVE A REPLY

Please enter your comment!
Please enter your name here