ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ବଦଳରେ ଓଡ଼ିଶା ରାଜ୍ୟ କ୍ରୀଡ଼ା ସମ୍ମାନ ରଖିଛି ରାଜ୍ୟ କ୍ରୀଡା ବିଭାଗ

0
222

By Our Correspondent

BHUBANESWAR: ​ ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ନାଁ ବଦଳିଲା । ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ବଦଳରେ ଓଡ଼ିଶା ରାଜ୍ୟ କ୍ରୀଡ଼ା ସମ୍ମାନ ରଖିଛି ରାଜ୍ୟ କ୍ରୀଡା ବିଭାଗ ।

ଜାତୀୟ କ୍ରୀଡା ଦିବସରେ ଓଡିଶାର କୃତି ଓ ସଫଳ କ୍ରୀଡ଼ାବିତ, କୋଚ, ସାମ୍ବାଦିକ ଓ କ୍ରୀଡା ଅନୁଷ୍ଠାନକୁ ଦିଆଯାଏ ସମ୍ମାନ ।

 

LEAVE A REPLY

Please enter your comment!
Please enter your name here