ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ “ନବୀନ କାର୍ଡ” ପାଇଁ ଆବେଦନ ପଞ୍ଜୀକରଣ ସମୟସୀମାକୁ ଜାନୁଆରୀ ୨୬ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି

0
280

By Our Correspondent

BHUBANESWAR: ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ “ନବୀନ କାର୍ଡ” ପାଇଁ ଆବେଦନ ପଞ୍ଜୀକରଣ ସମୟସୀମାକୁ ଜାନୁଆରୀ ୨୬ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।

ବିଏସକେୱାଇ ନବୀନ କାର୍ଡ ପାଇଁ ଯୋଗ୍ୟ ବିବେଚିତ ପରିବାରମାନେ ଚଳିତ ବର୍ଷ ମେ ମାସ ଠାରୁ ତାଲିକାଭୁକ୍ତ ଘରୋଇ ହସ୍ପିଟାଲମାନଙ୍କରେ ନିର୍ଦ୍ଧାରିତ ଗୁରୁତର ରୋଗଗୁଡ଼ିକର ଚିକିତ୍ସା ନିମେନ୍ତ ବାର୍ଷିକ ୫ ଲକ୍ଷ ଟଙ୍କା ଏବଂ ମହିଳା ସଦସ୍ୟମାନେ ବାର୍ଷିକ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଦେୟମୁକ୍ତ ଚିକିତ୍ସା ସୁବିଧା ପାଇବେ.

LEAVE A REPLY

Please enter your comment!
Please enter your name here