ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡ଼ା ଲୋକସଭା ପ୍ରାର୍ଥୀ ଶ୍ରୀ ବୈଜୟନ୍ତ ପଣ୍ଡା କେନ୍ଦ୍ରାପଡ଼ାର ଆଳି ନିର୍ବାଚନ ମଣ୍ଡଳୀ ଠାରେ କାର୍ଯ୍ୟକର୍ତ୍ତାମାନଙ୍କୁ ସମ୍ବୋଧନ କରି ବିଭିନ୍ନ ସାଂଗଠନିକ ବିଷୟ ଉପରେ ଆଲୋଚନା କରିଛନ୍ତି

0
103

By Our Correspondent

BHUBANESWAR:   ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡ଼ା ଲୋକସଭା ପ୍ରାର୍ଥୀ ଶ୍ରୀ ବୈଜୟନ୍ତ ପଣ୍ଡା କେନ୍ଦ୍ରାପଡ଼ାର ଆଳି ନିର୍ବାଚନ ମଣ୍ଡଳୀ ଠାରେ କାର୍ଯ୍ୟକର୍ତ୍ତାମାନଙ୍କୁ ସମ୍ବୋଧନ କରି ବିଭିନ୍ନ ସାଂଗଠନିକ ବିଷୟ ଉପରେ ଆଲୋଚନା କରିଛନ୍ତି।

‘ଏଥର କେନ୍ଦ୍ରାପଡ଼ା ସହିତ ୪୦୦ ପାର୍। ଆଜି କେନ୍ଦ୍ରାପଡ଼ାର ଆଳି ନିର୍ବାଚନ ମଣ୍ଡଳୀରେ  ଆମ ଦଳର ବରିଷ୍ଠ ନେତୃବୃନ୍ଦଙ୍କ ଉପସ୍ଥିତିରେ କାର୍ଯ୍ୟକର୍ତ୍ତାମାନଙ୍କୁ ସମ୍ବୋଧନ କରି ବିଭିନ୍ନ ସାଂଗଠନିକ ବିଷୟ ଉପରେ ଆଲୋଚନା କରିଥିଲି । ଆଦରଣୀୟ ପ୍ରଧାନମନ୍ତ୍ରୀ ଜୀଙ୍କୁ ତୃତୀୟ ଥର ପ୍ରଧାନମନ୍ତ୍ରୀ କରିବାପାଇଁ କାର୍ଯ୍ୟକର୍ତ୍ତାମାନଙ୍କ ଉତ୍ସାହ ଅଭୂତପୂର୍ବ,  Baijayant Panda said.

LEAVE A REPLY

Please enter your comment!
Please enter your name here