ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ ଅବସରରେ ‘ବିଧାନସଭାରେ ଭାଷା ଆଇନ’ ପୁସ୍ତକ ମୁଖ୍ୟମନ୍ତ୍ରୀ ଉନ୍ମୋଚନ କରିଛନ୍ତି

0
292
ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ ଅବସରରେ 'ବିଧାନସଭାରେ ଭାଷା ଆଇନ' ପୁସ୍ତକ ମୁଖ୍ୟମନ୍ତ୍ରୀ ଉନ୍ମୋଚନ କରିଛନ୍ତି।

By Our Correspondent

BHUBANESWAR:  ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ ଅବସରରେ ‘ବିଧାନସଭାରେ ଭାଷା ଆଇନ’ ପୁସ୍ତକ ମୁଖ୍ୟମନ୍ତ୍ରୀ ଉନ୍ମୋଚନ କରିଛନ୍ତି।

ବିଭିନ୍ନ ସମୟରେ ଭାଷା ଆଇନ ଉପରେ ବିଧାନସଭାରେ ହୋଇଥିବା ସମସ୍ତ ଆଲୋଚନା ଓ ତଥ୍ୟ ଏହି ପୁସ୍ତକରେ ସ୍ଥାନିତ ହୋଇଛି।

 ଓଡ଼ିଆ ଭାଷାକୁ ସମୃଦ୍ଧ କରିବା ସହ ଆଗାମୀ ପିଢ଼ି ପାଇଁ ବୈଷୟିକ ଜ୍ଞାନକୋୖଶଳରେ ନୂତନ ସମ୍ଭାବନା ସୃଷ୍ଟି କରିବା ଦିଗରେ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି।

LEAVE A REPLY

Please enter your comment!
Please enter your name here