ବୁଧବାର ପୌଷ:କୃଷ୍ଣ ସପ୍ତମୀ ତିଥି ଶ୍ରୀବିଗ୍ରହମାନଙ୍କ ‘ବନକ ଲାଗି’ ନୀତି ଅନୁଷ୍ଠିତ ହେବ, ଆପାତତଃ ଅପରାହ୍ନ ଘ.୪.୦୦ ଟିକା ଠାରୁ ରାତ୍ର ଘ. ୮.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ

0
269

By Our Correspondent

PURI:  ଆସନ୍ତାକାଲି ତା୦୩.୦୧.୨୦୨୪ ରିଖ ବୁଧବାର ପୌଷ:କୃଷ୍ଣ ସପ୍ତମୀ ତିଥି ଶ୍ରୀବିଗ୍ରହମାନଙ୍କ ‘ବନକ ଲାଗି’ ନୀତି ଅନୁଷ୍ଠିତ ହେବ ।

ଏଣୁ ଦ୍ଵିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ଘ.୪.୦୦ ଟିକା ଠାରୁ ରାତ୍ର ଘ. ୮.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।

LEAVE A REPLY

Please enter your comment!
Please enter your name here