ବୁଧବାର ଫାଲଗୁନ:କୃଷ୍ଣ ଷଷ୍ଠୀ ତିଥିରେ ଶ୍ରୀବିଗ୍ରହମାନଙ୍କ ‘ବନକଲାଗି’ ନୀତି, ଆପାତତଃ ଅପରାହ୍ନ ଘ.୫.୦୦ ଟିକା ଠାରୁ ରାତ୍ର ଘ.୧୦.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ

0
120

By Our Correspondent

PURI:  ଆସନ୍ତାକାଲି ତା ୧୯.୨.୨୦୨୫ ରିଖ, ବୁଧବାର ଫାଲଗୁନ:କୃଷ୍ଣ ଷଷ୍ଠୀ ତିଥିରେ ଶ୍ରୀବିଗ୍ରହମାନଙ୍କ ‘ବନକଲାଗି’ ନୀତି ଅନୁଷ୍ଠିତ ହେବ.

ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ଘ.୫.୦୦ ଟିକା ଠାରୁ ରାତ୍ର ଘ.୧୦.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।

ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ବନକଲାଗି ନୀତି ସକାଶେ ଆସନ୍ତା ତା. 19-02-2025 ଏବଂ ତା. 20-02-2025 ରିଖ ଦୁଇ ଦିନ ପାଇଁ ରତ୍ନଭଣ୍ଡାର ମରାମତି କାର୍ଯ୍ଯ ବନ୍ଦ ରହିବ।

 

LEAVE A REPLY

Please enter your comment!
Please enter your name here