By Our Correspondent
PURI/BHUBANESWAR: ଆସନ୍ତାକାଲି ତା ୦୫.୦୩.୨୦୨୫ ରିଖ,ବୁଧବାର ଫାଲଗୁନ:ଶୁକ୍ଳ ଷଷ୍ଠୀ ତିଥିରେ ଶ୍ରୀବିଗ୍ରହମାନଙ୍କ ‘ବନକଲାଗି’ ନୀତି ଅନୁଷ୍ଠିତ ହେବ ।
ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ଘ.୫.୦୦ ଟିକା ଠାରୁ ରାତ୍ର ଘ.୧୦.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।
ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ବନକଲାଗି ନୀତି ସକାଶେ ଆସନ୍ତା ମାର୍ଚ୍ଚ ୫ ଓ ୬ ତାରିଖ ଦୁଇ ଦିନ ପାଇଁ ରତ୍ନଭଣ୍ଡାର ସଂରକ୍ଷଣ ଓ ମରାମତି କାର୍ଯ୍ଯ ବନ୍ଦ ରହିବ।