ବୁଧବାର ଭାଦ୍ରବ:କୃଷ୍ଣ ତୃତୀୟା ତିଥି , ଶ୍ରୀବିଗ୍ରହମାନଙ୍କ ‘ବନକଲାଗି’ ନୀତି ଅନୁଷ୍ଠିତ ହେବ, ଆପାତତଃ ଅପରାହ୍ନ ଘ.୫.୦୦ ଟିକା ଠାରୁ ରାତ୍ର ଘ.୯.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ

0
99

By Our Correspondent

PURI/BHUBANESWAR:   ଆସନ୍ତାକାଲି ତା୨୧.୮.୨୦୨୪ ରିଖ,ବୁଧବାର ଭାଦ୍ରବ:କୃଷ୍ଣ ତୃତୀୟା ତିଥି , ଶ୍ରୀବିଗ୍ରହମାନଙ୍କ ‘ବନକଲାଗି’ ନୀତି ଅନୁଷ୍ଠିତ ହେବ ।

ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ଘ.୫.୦୦ ଟିକା ଠାରୁ ରାତ୍ର ଘ.୯.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।

 

LEAVE A REPLY

Please enter your comment!
Please enter your name here