By Our Correspondent
PURI: ଆସନ୍ତାକାଲି ତା୦୫.୦୨.୨୦୨୫ ରିଖ,ବୁଧବାର ମାଘ:ଶୁକ୍ଳ ଅଷ୍ଟମୀ ତିଥିରେ ଶ୍ରୀବିଗ୍ରହମାନଙ୍କ *ବନକଲାଗି* ନୀତି ଅନୁଷ୍ଠିତ ହେବ ।
ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ଘ.୫.୦୦ ଟିକା ଠାରୁ ରାତ୍ର ଘ.୧୦.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।