ବୁଧବାର ମାଘ.କୃଷ୍ଣ ପଞ୍ଚମୀ ତିଥି ଶ୍ରୀବିଗ୍ରହମାନଙ୍କ ‘ବନକ ଲାଗି’ ନୀତି ଅନୁଷ୍ଠିତ ହେବ, ଆପାତତଃ ସନ୍ଧ୍ୟା ଘ.୬.୦୦ ଟିକା ରୁ ରାତ୍ର ଘ.୯.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ

0
237

By Our Correspondent

PURI/BHUBANESWAR:   ଆସନ୍ତାକାଲି ତା୩୧.୧.୨୦୨୪ ରିଖ, ବୁଧବାର ମାଘ.କୃଷ୍ଣ ପଞ୍ଚମୀ ତିଥି ଶ୍ରୀବିଗ୍ରହମାନଙ୍କ *ବନକ ଲାଗି* ନୀତି ଅନୁଷ୍ଠିତ ହେବ ।

ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ଘ.୬.୦୦ ଟିକା ରୁ ରାତ୍ର ଘ.୯.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।

LEAVE A REPLY

Please enter your comment!
Please enter your name here