ବୁଧବାର ମାଘ ଶୁକ୍ଳ ଦ୍ଵାଦଶୀ ତିଥି ଶ୍ରୀବିଗ୍ରହମାନଙ୍କ ‘ବନକଲାଗି’ ନୀତି, ଆପାତତଃ ସନ୍ଧ୍ୟା ଘ.୬.୦୦ ଟିକା ରୁ ରାତ୍ର ଘ.୯.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ

0
293

By Our Correspondent  

PURI/BHUBANESWAR:    ଆସନ୍ତାକାଲି ତା୨୧.୦୨.୨୦୨୪ ରିଖ, ବୁଧବାର ମାଘ ଶୁକ୍ଳ ଦ୍ଵାଦଶୀ ତିଥି ଶ୍ରୀବିଗ୍ରହମାନଙ୍କ *ବନକଲାଗି* ନୀତି ଅନୁଷ୍ଠିତ ହେବ ।

 ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ଘ.୬.୦୦ ଟିକା ରୁ ରାତ୍ର ଘ.୯.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।

LEAVE A REPLY

Please enter your comment!
Please enter your name here