ବୁଧବାର ମାର୍ଗଶିର-ଶୁକ୍ଳ ଅଷ୍ଟମୀ ତିଥି ଶ୍ରୀ ବିଗ୍ରହ ମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ, ଅପରାହ୍ନ ଘ.୪.୦୦ ଟିକା   bରୁ ରାତ୍ର ଘ.୮.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ

0
214

By Our Correspondent

PURI/BHUBANESWAR:   ଆସନ୍ତାକାଲି ତା୨୦.୧୨.୨୦୨୩ ରିଖ, ବୁଧବାର ମାର୍ଗଶିର-ଶୁକ୍ଳ ଅଷ୍ଟମୀ ତିଥି ଶ୍ରୀ ବିଗ୍ରହ ମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ ।

ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ଘ.୪.୦୦ ଟିକା   bରୁ ରାତ୍ର ଘ.୮.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।

LEAVE A REPLY

Please enter your comment!
Please enter your name here