ବୁଧବାର ମାର୍ଗଶୀର-କୃଷ୍ଣ ଦ୍ୱିତୀୟା ତିଥି ଶ୍ରୀବିଗ୍ରହମାନଙ୍କ ‘ବନକଲାଗି’ ନୀତି, ଅପରାହ୍ନ ଘ.୫.୦୦ ଟିକା ରୁ ରାତ୍ର ଘ.୯.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ

0
360

By Our Correspondent

PURI/BHUBANESWAR:   ଆସନ୍ତାକାଲି ତା୨୯.୧୧.୨୦୨୩ ରିଖ,ବୁଧବାର ମାର୍ଗଶୀର-କୃଷ୍ଣ ଦ୍ୱିତୀୟା ତିଥି ଶ୍ରୀବିଗ୍ରହମାନଙ୍କ ‘ବନକଲାଗି’ ନୀତି ଅନୁଷ୍ଠିତ ହେବ ।            

ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ଘ.୫.୦୦ ଟିକା ରୁ ରାତ୍ର ଘ.୯.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।

LEAVE A REPLY

Please enter your comment!
Please enter your name here