ବୁଧବାର ଶ୍ରାବଣ ଶୁକ୍ଳ ଷଷ୍ଠୀ ତିଥିରେ ଶ୍ରୀବିଗ୍ରହମାନଙ୍କ ‘ବନକଲାଗି’ ନୀତି ଅନୁଷ୍ଠିତ ହେବ, ଆପାତତଃ ସନ୍ଧ୍ୟା ଘ.୬.୦୦ ଟିକା ଠାରୁ ରାତ୍ର ଘ.୧୦.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ

0
945

By Our Correspondent

BHUBANESWAR: ଆସନ୍ତାକାଲି ତା୩୦.୭.୨୦୨୫ରିଖ, ବୁଧବାର ଶ୍ରାବଣ ଶୁକ୍ଳ ଷଷ୍ଠୀ ତିଥିରେ ଶ୍ରୀବିଗ୍ରହମାନଙ୍କ *ବନକଲାଗି* ନୀତି ଅନୁଷ୍ଠିତ ହେବ ।

ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ଘ.୬.୦୦ ଟିକା ଠାରୁ ରାତ୍ର ଘ.୧୦.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ.

LEAVE A REPLY

Please enter your comment!
Please enter your name here