ବୃଦ୍ଧବୃଦ୍ଧା, ବିଧବା, ଦିବ୍ୟାଙ୍ଗ ଭତ୍ତା ବୃଦ୍ଧି ପ୍ରସ୍ତୁତି ଚାଲିଛି- ସାମାଜିକ ସଶକ୍ତୀକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ

0
84

By Our Correspondent

BHUBANESWAR:   ବାର୍ଦ୍ଧକ୍ୟ ଭତ୍ତା , ବିଧବା ଭତ୍ତା , ଦିବ୍ୟାଙ୍ଗ ଭତ୍ତା ସବୁ ଭତ୍ତା ୩୦୦୦ ଟଙ୍କାକୁ ବୃଦ୍ଧି ହେବାକୁ ନିଷ୍ପତ୍ତି ହେଇଛି । ପରବର୍ତ୍ତୀ ସମୟରେ ଏହାକୁ କାର୍ଯ୍ୟକାରୀ କରାଯିବ . ବିଭିନ୍ନ ବର୍ଗଙ୍କୁ ଦିଆଯାଉଥିବା ଭତ୍ତା ଟଙ୍କା ବଢିବ.

ବୃଦ୍ଧବୃଦ୍ଧା, ବିଧବା, ଦିବ୍ୟାଙ୍ଗ ଭତ୍ତା ବୃଦ୍ଧି ପ୍ରସ୍ତୁତି ଚାଲିଛି ,ସାମାଜିକ ସଶକ୍ତୀକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ସୂଚନା

ଭତ୍ତା ୩ ହଜାରକୁ ବୃଦ୍ଧି ପାଇଁ ପ୍ରସ୍ତୁତି ଚାଲିଛି .ବଜେଟ କେତେ ଆସୁଛି ଦେଖିବୁ, ଅର୍ଥ ବିଭାଗର କ୍ଲିୟରାନ୍ସ ନେବୁ ପରବର୍ତ୍ତୀ ସମୟରେ ଏହାକୁ କାର୍ଯ୍ୟକାରୀ କରିବୁ.

LEAVE A REPLY

Please enter your comment!
Please enter your name here