ବ୍ରହ୍ମପୁରରେ ନାଳରେ ଭାସି ନାବାଳକଙ୍କ ମୃତ୍ୟୁ ହୋଇଥିବା ଜାଣି ୪ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି

0
80

By Our Correspondent

BHUBANESWAR:    ବ୍ରହ୍ମପୁରରେ ନାଳରେ ଭାସି ନାବାଳକଙ୍କ ମୃତ୍ୟୁ ହୋଇଥିବା ଜାଣି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଦୁଃଖ ପ୍ରକାଶ କରିଛନ୍ତି।

ମୃତକଙ୍କ ପରିବାରବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିବା ସହ ୪ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି

 

 

LEAVE A REPLY

Please enter your comment!
Please enter your name here