ମଙ୍ଗଳବାର ଜ୍ୟେଷ୍ଠ:ଶୁକ୍ଲ ଏକାଦଶୀ (ନଳ) ତିଥି ଶ୍ରୀମନ୍ଦିରରେ ରୁକ୍ମିଣୀ ହରଣ ଏକାଦଶୀ ନୀତି ଅନୁଷ୍ଠିତ ହେବ, ଆପାତତଃ ଅପରାହ୍ନ ଘ.୨.୦୦ ଟିକା ଠାରୁ ସନ୍ଧ୍ୟା ଘ.୫.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ

0
410

By Our Correspondent

PURI/BHUBANESWAR:     ଆଦ୍ୟ ତା୧୮.୬.୨୦୨୪ ରିଖ, ମଙ୍ଗଳବାର ଜ୍ୟେଷ୍ଠ:ଶୁକ୍ଲ ଏକାଦଶୀ (ନଳ) ତିଥି ଶ୍ରୀମନ୍ଦିରରେ ରୁକ୍ମିଣୀ ହରଣ ଏକାଦଶୀ ନୀତି ଅନୁଷ୍ଠିତ ହେବ।

ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ଘ.୨.୦୦ ଟିକା ଠାରୁ ସନ୍ଧ୍ୟା ଘ.୫.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

LEAVE A REPLY

Please enter your comment!
Please enter your name here