ମାର୍ଚ୍ଚ ୧୭ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ

0
52

By Our Correspondent

BHUBANESWAR:  ଆଗାମୀ ମାର୍ଚ୍ଚ ୧୭ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ।

ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ ବଳବତ୍ତର ଥିବା ହେତୁ ଆସନ୍ତା ସୋମବାର ମାର୍ଚ୍ଚ ୧୭ ତାରିଖ ଦିନଭୁବନେଶ୍ଵର, ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ।

ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ଓ ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ।

LEAVE A REPLY

Please enter your comment!
Please enter your name here