ମିଶ୍ରଣପର୍ବରେ ବିଭିନ୍ନ ବ୍ୟକ୍ତିଙ୍କୁ ବିଶ୍ୱର ସର୍ବବୃହତ ରାଜନୈତିକ ଦଳ ଭାରତୀୟ ଜନତା ପାର୍ଟିକୁ ସ୍ଵାଗତ କରିଛନ୍ତି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡ଼ା ଲୋକସଭା ପ୍ରାର୍ଥୀ ଶ୍ରୀ ବୈଜୟନ୍ତ ପଣ୍ଡା

0
73
ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡ଼ା ଲୋକସଭା ପ୍ରାର୍ଥୀ ଶ୍ରୀ ବୈଜୟନ୍ତ ପଣ୍ଡା ଆଜି କେନ୍ଦ୍ରାପଡ଼ା ବିଧାନସଭା କ୍ଷେତ୍ରର କାର୍ଯ୍ୟକର୍ତ୍ତା ସମ୍ମିଳନୀକୁ ସମ୍ବୋଧନ କରି ବିଭିନ୍ନ ସାଂଗଠନିକ ବିଷୟ ଉପରେ ବିସ୍ତୃତ ଭାବରେ ଆଲୋଚନା କରିଥିଲେ

By Our Correspondent

KENDRAPARA:   ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡ଼ା ଲୋକସଭା ପ୍ରାର୍ଥୀ ଶ୍ରୀ ବୈଜୟନ୍ତ ପଣ୍ଡା ଆଜି କେନ୍ଦ୍ରାପଡ଼ା ବିଧାନସଭା କ୍ଷେତ୍ରର କାର୍ଯ୍ୟକର୍ତ୍ତା ସମ୍ମିଳନୀକୁ ସମ୍ବୋଧନ କରି ବିଭିନ୍ନ ସାଂଗଠନିକ ବିଷୟ ଉପରେ ବିସ୍ତୃତ ଭାବରେ ଆଲୋଚନା କରିଥିଲେ ।

ଏହି ଅବସରରେ ଆୟୋଜିତ ମିଶ୍ରଣପର୍ବରେ ବିଭିନ୍ନ ବ୍ୟକ୍ତିଙ୍କୁ ବିଶ୍ୱର ସର୍ବବୃହତ ରାଜନୈତିକ ଦଳ ଭାରତୀୟ ଜନତା ପାର୍ଟିକୁ ସ୍ଵାଗତ କରିଛନ୍ତି l

LEAVE A REPLY

Please enter your comment!
Please enter your name here