By Our Correspondent
BHUBANESWAR: ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ପାଇଲେ ଅରିନ୍ଦମ ଡାକୁଆ . ଅନୁପମ ଶାହା ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ନିଯୁକ୍ତ.
କଟକ ଜିଲ୍ଲାପାଳ ଶ୍ରୀ ଅରିନ୍ଦମ ଡାକୁଆ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ପାଇଛନ୍ତି। ସେହିପରି ଜଗତସିଂହପୁର ଜିଲ୍ଲାପାଳ ଶ୍ରୀ ଅନୁପମ ଶାହାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଭାବେ ନିଯୁକ୍ତି ଦିଆ ଯାଇଛି।