By Our Correspondent
BHUBANESWAR: ଓଡ଼ିଶାର ପ୍ରମୁଖ ଶକ୍ତି ପୀଠ ତଥା ପଶ୍ଚିମ ଓଡ଼ିଶାର ଅଧିଷ୍ଠାତ୍ରୀ ଦେବୀ ମା’ସମଲେଶ୍ବରୀଙ୍କ ପୀଠର ବିକାଶ ପାଇଁ କରାଯାଇଥିବା ସମଲେଇ ପ୍ରକଳ୍ପର ଲୋକାର୍ପଣ ଉତ୍ସବ ଜାନୁଆରୀ ୨୭ରେ ବିପୁଳ ଉତ୍ସାହ ଓ ଭକ୍ତି ଭାବନା ସହ ଅନୁଷ୍ଠିତ ହେଉଛି।
ଏହାକୁ ଦୃଷ୍ଟିରେ ରଖି ଭକ୍ତମାନଙ୍କ ଆନନ୍ଦରେ ଯୋଗଦାନ ନେଇ ମୁଖ୍ୟମନ୍ତ୍ରୀ ଜାନୁଆରୀ ୨୭ ତାରିଖ ଦିନ ସାରା ରାଜ୍ୟର ସ୍କୁଲ ଓ କଲେଜ ପାଇଁ ଛୁଟି ଘୋଷଣା କରିଛନ୍ତି।