ମୁଖ୍ୟମନ୍ତ୍ରୀ  ଜାନୁଆରୀ ୨୭ ତାରିଖ ଦିନ ସାରା ରାଜ୍ୟର ସ୍କୁଲ ଓ କଲେଜ ପାଇଁ ଛୁଟି ଘୋଷଣା କରିଛନ୍ତି

0
98
Chief Minister Naveen Patnaik -file

By Our Correspondent

BHUBANESWAR:  ଓଡ଼ିଶାର ପ୍ରମୁଖ ଶକ୍ତି ପୀଠ ତଥା ପଶ୍ଚିମ ଓଡ଼ିଶାର ଅଧିଷ୍ଠାତ୍ରୀ ଦେବୀ ମା’ସମଲେଶ୍ବରୀଙ୍କ ପୀଠର ବିକାଶ ପାଇଁ କରାଯାଇଥିବା ସମଲେଇ ପ୍ରକଳ୍ପର ଲୋକାର୍ପଣ ଉତ୍ସବ ଜାନୁଆରୀ ୨୭ରେ ବିପୁଳ ଉତ୍ସାହ ଓ ଭକ୍ତି ଭାବନା ସହ ଅନୁଷ୍ଠିତ ହେଉଛି।

ଏହାକୁ ଦୃଷ୍ଟିରେ ରଖି ଭକ୍ତମାନଙ୍କ ଆନନ୍ଦରେ ଯୋଗଦାନ ନେଇ ମୁଖ୍ୟମନ୍ତ୍ରୀ  ଜାନୁଆରୀ ୨୭ ତାରିଖ ଦିନ ସାରା ରାଜ୍ୟର ସ୍କୁଲ ଓ କଲେଜ ପାଇଁ ଛୁଟି ଘୋଷଣା କରିଛନ୍ତି।

LEAVE A REPLY

Please enter your comment!
Please enter your name here