ମୁଖ୍ୟମନ୍ତ୍ରୀ ପ୍ରଥମ ‘ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ’ର ଲୋଗୋ ଉନ୍ମୋଚନ କରିଛନ୍ତି

0
160
ମୁଖ୍ୟମନ୍ତ୍ରୀ ପ୍ରଥମ ‘ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ’ର ଲୋଗୋ ଉନ୍ମୋଚନ କରିଛନ୍ତି। ଫେବୃଆରୀ ୩ରୁ ୫ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁଥିବା ଏହି ସମ୍ମିଳନୀର ଟ୍ୟାଗଲାଇନ୍ ରହିଛି ‘ଭାଷା ହିଁ ଭବିଷ୍ୟତ’। ଏହା ବୁଦ୍ଧିଜୀବୀ, ଗବେଷକ, ବିଦ୍ୱାନ୍ ଓ ଛାତ୍ରଛାତ୍ରୀଙ୍କ ମଧ୍ୟରେ ମତ ବିନିମୟ ପାଇଁ ଏକ ସୁନ୍ଦର ମଞ୍ଚ ଭାବେ କାର୍ଯ୍ୟ କରିବ।

By Our Correspondent

BHUBANESWAR:  ମୁଖ୍ୟମନ୍ତ୍ରୀ ପ୍ରଥମ ‘ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ’ର ଲୋଗୋ ଉନ୍ମୋଚନ କରିଛନ୍ତି। ଫେବୃଆରୀ ୩ରୁ ୫ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁଥିବା ଏହି ସମ୍ମିଳନୀର ଟ୍ୟାଗଲାଇନ୍ ରହିଛି ‘ଭାଷା ହିଁ ଭବିଷ୍ୟତ’। ଏହା ବୁଦ୍ଧିଜୀବୀ, ଗବେଷକ, ବିଦ୍ୱାନ୍‍ ଓ ଛାତ୍ରଛାତ୍ରୀଙ୍କ ମଧ୍ୟରେ ମତ ବିନିମୟ ପାଇଁ ଏକ ସୁନ୍ଦର ମଞ୍ଚ ଭାବେ କାର୍ଯ୍ୟ କରିବ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଭାଷା ସମ୍ମିଳନୀର ବିପୁଳ ସଫଳତା କାମନା କରିଛନ୍ତି। ଏକ ସ୍ୱତନ୍ତ୍ର ଐତିହ୍ୟର ଶକ୍ତିଶାଳୀ ବାହକ ଭାବେ ଭବିଷ୍ୟତ ପିଢ଼ିଙ୍କ ପାଖରେ କିପରି ଓଡ଼ିଆ ଭାଷାର ଆଦର ବଢ଼ିବ ଏବଂ ଆଧୁନିକ ଜ୍ଞାନକୌଶଳ ଜରିଆରେ ଭାଷା କିପରି ଆଗକୁ ବଢ଼ିପାରିବ ସେ ସମ୍ପର୍କରେ ବିଚାର- ବିମର୍ଷ କରି ଭବିଷ୍ୟତର କାର୍ଯ୍ୟପନ୍ଥା ନିର୍ଦ୍ଧାରଣ କରାଯିବ.

LEAVE A REPLY

Please enter your comment!
Please enter your name here