ମୁଖ୍ୟମନ୍ତ୍ରୀ  ଲୋକସେବା ଭବନରେ ‘ ଆମ ଶାସନ ‘ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି

0
204

By Our Correspondent

BHUBANESWAR: ମାନ୍ୟବର ମୁଖ୍ୟମନ୍ତ୍ରୀ  ଲୋକସେବା ଭବନରେ ‘ ଆମ ଶାସନ ‘ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ଜନସେବାର ଏହି ନୂତନ ବ୍ୟବସ୍ଥା ଦ୍ୱାରା କ୍ଷେତ୍ର ପରିଦର୍ଶନ ସମୟରେ ସରକାରୀ ଅଧିକାରୀମାନେ ମୋବାଇଲ ଆପ୍ ଏବଂ ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ ଓ ବିଭାଗୀୟ ଅଧିକାରୀମାନେ ଟେଲିଫୋନ ମାଧ୍ୟମରେ ନାଗରିକମାନଙ୍କ ମତାମତ ନେବେ।

ଏଥିସହ  ସାଧାରଣ ଜନତା ବିଭିନ୍ନ ସରକାରୀ ସେବା ନେଇ ‘ଆମ ଶାସନ’ ବ୍ୟବସ୍ଥା ଅନ୍ତର୍ଗତ ସାମାଜିକ ଗଣମାଧ୍ୟମ, ହ୍ୱାଟ୍ସ ଆପ୍ ଚାଟ୍ (+91-7400221903), ୱେବସାଇଟ ଚାଟ୍ ବଟ୍ ଏବଂ ଟୋଲ ଫ୍ରି ନମ୍ବର 14471 ମାଧ୍ୟମରେ  ନିଜର ମତାମତ ଜଣାଇପାରିବେ।

LEAVE A REPLY

Please enter your comment!
Please enter your name here