ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ପୂର୍ବାହ୍ନରେ ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ସୁଭଦ୍ରା ଯୋଜନା ସଚେତନତା ରଥର ଶୁଭାରମ୍ଭ କରିଛନ୍ତି

0
64

By Our Correspondent

BHUBANESWAR:     ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ପୂର୍ବାହ୍ନରେ ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ସୁଭଦ୍ରା ଯୋଜନା ସଚେତନତା ରଥର ଶୁଭାରମ୍ଭ କରିଛନ୍ତି।

ପବିତ୍ର ଗଣେଶ ପୂଜା ଦିନ ଶୁଭାରମ୍ଭ ହୋଇଥିବା ଏହି ସଚେତନତା ଗାଡିଗୁଡିକ ହିତାଧିକାରୀଙ୍କୁ ସୁଭଦ୍ରା ଯୋଜନା ବିଷୟରେ ସଚେତନ କରିବେ।

କାର୍ଯ୍ୟକ୍ରମରେ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡାଙ୍କ ସମେତ ବହୁ ବିଶିଷ୍ଟ ଅତିଥି ଓ ଅଧିକାରୀମାନେ ଉପସ୍ଥିତ ଥିଲେ।

LEAVE A REPLY

Please enter your comment!
Please enter your name here