ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପଦ୍ମ ଭୂଷଣ ପୁରସ୍କାରପ୍ରାପ୍ତ ବିଶିଷ୍ଟ କବି ତଥା ପୂର୍ବତନ ପ୍ରଶାସନିକ ଅଧିକାରୀ ଦିବଂଗତ ରମାକାନ୍ତ ରଥଙ୍କ ବାସଭବନରେ ପହଞ୍ଚି ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି

0
441

By Our Correspondent

BHUBANESWAR:  ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପଦ୍ମ ଭୂଷଣ ପୁରସ୍କାରପ୍ରାପ୍ତ ବିଶିଷ୍ଟ କବି ତଥା ପୂର୍ବତନ ପ୍ରଶାସନିକ ଅଧିକାରୀ ଦିବଂଗତ ରମାକାନ୍ତ ରଥଙ୍କ ବାସଭବନରେ ପହଞ୍ଚି ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।

ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ସହ କଥା ହୋଇ ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରିଛନ୍ତି।

LEAVE A REPLY

Please enter your comment!
Please enter your name here