By Our Correspondent
BHUBANESWAR: ରାଜ୍ୟରେ ‘ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ’ର ଆଉ ଏକ ବାଟାଲିଅନ ଗଠନ କରାଯିବ। ଏହି ନୂତନ ବାଟାଲିଅନ ପାଇଁ ସମୁଦାୟ ୧୦୪୦ ଟି ପଦବୀ ମଧ୍ୟ ସୃଷ୍ଟି କରାଯାଇଛି।
ରାଜ୍ୟରେ ଶିଳ୍ପ ପ୍ରତିଷ୍ଠାନଗୁଡ଼ିକର ସୁରକ୍ଷାକୁ ଦୃଷ୍ଟିରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏ ସମ୍ପର୍କିତ ପ୍ରସ୍ତାବକୁ ମଞ୍ଜୁର କରିଛନ୍ତି.


























