ରାଜ୍ୟରେ ଶିକ୍ଷା ଓ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଗୁଣାତ୍ମକମାନ ବୃଦ୍ଧି କରିବା ଉପରେ ରାଜ୍ୟ ସରକାର ପ୍ରାଥମିକତା ଦେଉଛନ୍ତି ବୋଲି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କୋରାପୁଟସ୍ଥିତ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଏବଂ ହସ୍ପିଟାଲ ଠାରେ ୬୫୦ ଶଯ୍ୟା ବିଶିଷ୍ଟ ଚିକିତ୍ସାଳୟର ଉଦଘାଟନ ଅବସରରେ କହିଛନ୍ତି

0
248

By Our Correspondent

KORAPUT: ରାଜ୍ୟରେ ଶିକ୍ଷା ଓ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଗୁଣାତ୍ମକମାନ ବୃଦ୍ଧି କରିବା ଉପରେ ରାଜ୍ୟ ସରକାର ପ୍ରାଥମିକତା ଦେଉଛନ୍ତି ବୋଲି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କୋରାପୁଟସ୍ଥିତ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଏବଂ ହସ୍ପିଟାଲ ଠାରେ ୬୫୦ ଶଯ୍ୟା ବିଶିଷ୍ଟ ଚିକିତ୍ସାଳୟର ଉଦଘାଟନ ଅବସରରେ କହିଛନ୍ତି।

ଏଥି ସହ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଆବଶ୍ୟକ ଥିବା ସମସ୍ତ ଖାଲି ପଡ଼ିଥିବା ସ୍ୱାସ୍ଥ୍ୟ ସେବା ପଦବୀ ପୂରଣ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ସେହିପରି ଜୟପୁର-ବ୍ରହ୍ମପୁର-ଭୁବନେଶ୍ୱର ଈକୋନୋମିକ କରିଡୋର ୬ ଲେନ ବିଶିଷ୍ଟ ରାସ୍ତା ଖୁବ ଶୀଘ୍ର ନିର୍ମାଣ ହେବ ବୋଲି ମଧ୍ୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି

LEAVE A REPLY

Please enter your comment!
Please enter your name here