ରାଜ୍ୟର ବିଭିନ୍ନ ସରକାରୀ ଓ ବେସରକାରୀ, ଅନୁଦାନପ୍ରାପ୍ତ ତଥା ଅଣ ଅନୁଦାନପ୍ରାପ୍ତ କଲେଜର ୩୭୦ ଜଣ ଅଧ୍ୟକ୍ଷଙ୍କୁ ନେଇ ଏକ ଦିନିକିଆ କର୍ମଶାଳା ଅନୁଷ୍ଠିତ

0
283
ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ 'ମୋ କଲେଜ' ଅଧ୍ୟକ୍ଷ ଶ୍ରୀ ଆକାଶ ଦାସ ନାୟକ ଏବଂ ବିଭିନ୍ନ ବିଶ୍ବବିଦ୍ୟାଳୟର କୂଳପତିମାନେ ଯୋଗଦାନ କରିଥିଲେ।

By Our Correspondent

BHUBANESWAR:  ରାଜ୍ୟର ବିଭିନ୍ନ ସରକାରୀ ଓ ବେସରକାରୀ, ଅନୁଦାନପ୍ରାପ୍ତ ତଥା ଅଣ ଅନୁଦାନପ୍ରାପ୍ତ କଲେଜର ୩୭୦ ଜଣ ଅଧ୍ୟକ୍ଷଙ୍କୁ ନେଇ ଲୋକ ସେବା ଭବନ କନଭେନସନ ସେଣ୍ଟରରେ ଏକ ଦିନିକିଆ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି।

ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ‘ମୋ କଲେଜ’ ଅଧ୍ୟକ୍ଷ ଶ୍ରୀ ଆକାଶ ଦାସ ନାୟକ ଏବଂ ବିଭିନ୍ନ ବିଶ୍ବବିଦ୍ୟାଳୟର କୂଳପତିମାନେ ଯୋଗଦାନ କରିଥିଲେ।

LEAVE A REPLY

Please enter your comment!
Please enter your name here