ରାଜ୍ୟ ସଭାପତି- ରାଷ୍ଟ୍ରୀୟ ଉପସଭାପତିଙ୍କ ଉପସ୍ଥିତରେ ବିଜେପିର ମହାକାଳପଡା -କେନ୍ଦ୍ରାପଡ଼ା ନିର୍ବାଚନ ମଣ୍ଡଳୀରେ କାର୍ଯ୍ୟକର୍ତ୍ତା ସମ୍ମିଳନୀ ଅନୁଷ୍ଠିତ

0
243
ବିଜେପି ରାଜ୍ୟ ସଭାପତି Manmohan Samal ଏବଂ ରାଷ୍ଟ୍ରୀୟ ଉପସଭାପତି ତଥା କେନ୍ଦ୍ରାପଡା ଲୋକସଭାର ପୂର୍ବତନ ସାଂସଦ ଶ୍ରୀଯୁକ୍ତ ବୈଜୟନ୍ତ ଜୟ ପଣ୍ଡା, ଓ ବରିଷ୍ଠ ନେତୃବୃନ୍ଦଙ୍କ ଉପସ୍ଥିତରେ ଆଜି କେନ୍ଦ୍ରାପଡ଼ା ଜିଲ୍ଲାର ମହାକାଳପଡା ନିର୍ବାଚନ ମଣ୍ଡଳୀରେ କାର୍ଯ୍ୟକର୍ତ୍ତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି।

By Our Correspondent

KENDRAPARA/BHUBANESWAR:  ବିଜେପି ରାଜ୍ୟ ସଭାପତି Manmohan Samal  ଏବଂ ରାଷ୍ଟ୍ରୀୟ ଉପସଭାପତି ତଥା କେନ୍ଦ୍ରାପଡା ଲୋକସଭାର ପୂର୍ବତନ ସାଂସଦ  ଶ୍ରୀଯୁକ୍ତ ବୈଜୟନ୍ତ ଜୟ ପଣ୍ଡା, ଓ ବରିଷ୍ଠ ନେତୃବୃନ୍ଦଙ୍କ ଉପସ୍ଥିତରେ ଆଜି କେନ୍ଦ୍ରାପଡ଼ା ଜିଲ୍ଲାର ମହାକାଳପଡା ନିର୍ବାଚନ ମଣ୍ଡଳୀରେ କାର୍ଯ୍ୟକର୍ତ୍ତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି।

ଏହି ସମ୍ମିଳନୀରେ ମୋଦୀ ସରକାରଙ୍କ ଜନକଲ୍ୟାଣକାରୀ ଯୋଜନାକୁ ଲୋକାଭିମୁଖି କରିବା ସହ ସଂଗଠନକୁ ସୁଦୃଢ କରିବା ପାଇଁ କାର୍ଯ୍ୟକର୍ତ୍ତାମାନଙ୍କୁ ରାଜ୍ୟ ସଭାପତି ଆହ୍ଵାନ ଦେଇଛନ୍ତି।

ବିଜେପି ରାଜ୍ୟ ସଭାପତି Samal  ଏବଂ ରାଷ୍ଟ୍ରୀୟ ଉପସଭାପତି ପଣ୍ଡା ଓ ବରିଷ୍ଠ ନେତୃବୃନ୍ଦଙ୍କ ଉପସ୍ଥିତରେ ଆଜି କେନ୍ଦ୍ରାପଡ଼ା ଜିଲ୍ଲାର କେନ୍ଦ୍ରାପଡ଼ା ନିର୍ବାଚନ ମଣ୍ଡଳୀରେ କାର୍ଯ୍ୟକର୍ତ୍ତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି।

ଭାରତୀୟ ଜନତା ପାର୍ଟି ରାଜ୍ୟ ସଭାପତି ଆଜି କେନ୍ଦ୍ରାପଡ଼ା ଜିଲ୍ଲାର ତୁଳସୀକ୍ଷେତ୍ରରେ ରାଷ୍ଟ୍ରୀୟ ଉପସଭାପତି ଓ ଅନ୍ୟାନ୍ୟ ନେତୃବୃନ୍ଦଙ୍କ ସହ ଶ୍ରୀ ଶ୍ରୀ ବଳଦେବଜୀଉଙ୍କୁ ଦର୍ଶନ କରି ରାଜ୍ୟ ବାସୀଙ୍କ ମଙ୍ଗଳ କାମନା କରିଛନ୍ତି।

ଏହି ଅବସରର  କେନ୍ଦ୍ରାପଡ଼ା ଜିଲ୍ଲା ସଭାପତି କିଶୋର ପଣ୍ଡା, ଲୋକସଭା ସଂଯୋଜକ ସୁନାକର ବେହେରା, ଜିଲ୍ଲା ସାଧାରଣ ସମ୍ପାଦକ ଅଭିମନ୍ୟୁ ଗୋଛାୟତ, ରାଷ୍ଟ୍ରୀୟ ଉପସଭାପତି ତଥା କେନ୍ଦ୍ରାପଡା ଲୋକସଭାର ପୂର୍ବତନ ସାଂସଦ ଶ୍ରୀଯୁକ୍ତ ବୈଜୟନ୍ତ ଜୟ ପଣ୍ଡା, ରାଜ୍ୟ ସାଧାରଣ ସମ୍ପାଦକ ତଥା କେନ୍ଦ୍ରାପଡ଼ା ଜିଲ୍ଲା ପ୍ରଭାରୀ  ଜତୀନ ମହାନ୍ତି, ରାଜ୍ୟ ସମ୍ପାଦକ ସରୋଜ କର, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ବିଷ୍ଣୁ ଦାସ, ଲୋକସଭା ପ୍ରଭାରୀ ବିନୋଦ ଦାସ ମଧ୍ୟ ଉପସ୍ଥିତ ଥିଲେ।

LEAVE A REPLY

Please enter your comment!
Please enter your name here