ଶୁକ୍ରବାର ଜ୍ୟେଷ୍ଠ:ଶୁକ୍ଳ ଏକାଦଶୀ ତିଥି ଶ୍ରୀମନ୍ଦିରରେ ରୁକ୍ମିଣୀ ହରଣ ଓ ବିବାହ ଉତ୍ସବ ନୀତି, ଅପରାହ୍ନ ଘ.୧.୦୦ ଟିକା ଠାରୁ ସନ୍ଧ୍ୟା ଘ.୬.୦୦ ଟିକା ପର୍ଯ୍ୟନ୍ତ  ସର୍ବସାଧାରଣ ଦର୍ଶନ ବନ୍ଦ ରହିବ

0
383

By Our Correspondent

PURI:ଆସନ୍ତାକାଲି ତା୦୬.୦୬.୨୦୨୫ରିଖ,ଶୁକ୍ରବାର ଜ୍ୟେଷ୍ଠ:ଶୁକ୍ଳ ଏକାଦଶୀ ତିଥି ଶ୍ରୀମନ୍ଦିରରେ ରୁକ୍ମିଣୀ ହରଣ ଓ ବିବାହ ଉତ୍ସବ ନୀତି ଅନୁଷ୍ଠିତ ହେବ।

ଏଣୁ ପ୍ରଥମ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ଘ.୧.୦୦ ଟିକା ଠାରୁ ସନ୍ଧ୍ୟା ଘ.୬.୦୦ ଟିକା ପର୍ଯ୍ୟନ୍ତ  ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

LEAVE A REPLY

Please enter your comment!
Please enter your name here