ଶ୍ରୀପଞ୍ଚମୀ ତଥା ବନକଲାଗି ଆଦି ବିଶେଷ ନୀତିକାନ୍ତିକୁ ଦୃଷ୍ଟିରେ ରଖି ଫେବ୍ରୁଆରି 2 ଏବଂ 3 ତାରିଖ ତଥା ଫେବ୍ରୁଆରି 5 ଓ 6 ତାରିଖ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ ରଖାଯାଇଛି- ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

0
156
Chief Administrator of Shri Jagannath Temple Administration (SJTA), Arabinda Kumar Padhee -file

By Our Correspondent

PURI/BHUBANESWAR:    ଶ୍ରୀପଞ୍ଚମୀ ତଥା ବନକଲାଗି ଆଦି ବିଶେଷ ନୀତିକାନ୍ତିକୁ ଦୃଷ୍ଟିରେ ରଖି ଫେବ୍ରୁଆରି 2 ଏବଂ 3 ତାରିଖ ତଥା ଫେବ୍ରୁଆରି 5 ଓ  6 ତାରିଖ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ ରଖାଯାଇଛି।

ଏହି ଦିନ ବ୍ୟତୀତ ଅନ୍ୟ ଦିବସରେ ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଏବଂ ଶ୍ରୀମନ୍ଦିର ପ୍ରଶାସନ ବ୍ୟବସ୍ଥା ଅନୁସାରେ ରତ୍ନଭଣ୍ଡାର ମରାମତି କାମ ଚାଲୁ ରହିବ।

ଏଥିପାଇଁ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ।

LEAVE A REPLY

Please enter your comment!
Please enter your name here