ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି, ଆସନ୍ତାକାଲି ସନ୍ଧ୍ୟା ଘ. ୬.୦୦ ଟିକାରୁ ରାତ୍ର ଘ. ୧୦.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ

0
408

By Our Correspondent

PURI/BHUBANESWAR:  ଆସନ୍ତାକାଲି ତା୨୩.୮.୨୦୨୩ ରିଖ, ବୁଧବାର ଶ୍ରାବଣ-ଶୁକ୍ଳ ସପ୍ତମୀ ତିଥି ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ।

ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ଘ. ୬.୦୦ ଟିକାରୁ ରାତ୍ର ଘ. ୧୦.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

LEAVE A REPLY

Please enter your comment!
Please enter your name here