ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ବନକଲାଗି ନୀତି ସମ୍ପାଦନ ଦୃଷ୍ଟିରୁ ଆସନ୍ତା ତା. 19-03-2025 ଏବଂ ତା. 20-03-2025 ରିଖ ଦୁଇ ଦିନ ପାଇଁ ରତ୍ନଭଣ୍ଡାର ମରାମତି କାର୍ଯ୍ଯ ବନ୍ଦ ରହିବ।

0
114

By Our Correspondent

PURI:   ଆସନ୍ତାକାଲି ତା୧୯.୩.୨୦୨୫ ରିଖ,ବୁଧବାର ଚୈତ୍ର:କୃଷ୍ଣ ପଞ୍ଚମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ‘ବନକଲାଗି’ ନୀତି ଅନୁଷ୍ଠିତ ହେବ ।

ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ଘ.୫.୦୦ ଟିକା ଠାରୁ ରାତ୍ର ଘ.୧୦.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।

ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ବନକଲାଗି ନୀତି ସମ୍ପାଦନ ଦୃଷ୍ଟିରୁ ଆସନ୍ତା ତା. 19-03-2025 ଏବଂ ତା. 20-03-2025 ରିଖ ଦୁଇ ଦିନ ପାଇଁ ରତ୍ନଭଣ୍ଡାର ମରାମତି କାର୍ଯ୍ଯ ବନ୍ଦ ରହିବ।

 

LEAVE A REPLY

Please enter your comment!
Please enter your name here