ଶ୍ରୀରାମ ନବମୀ ତିଥିରେ ଶ୍ରୀମନ୍ଦିରରେ ‘ଶ୍ରୀରାମ ଜନ୍ମ’ ନୀତି ଅନୁଷ୍ଠିତ ହେବ, ଅପରାହ୍ନ ଘ.୫.୦୦ ଟିକା ଠାରୁ ରାତ୍ର ଘ.୧୦.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ

0
36

By Our Correspondent

PURI: ଆସନ୍ତାକାଲି ତା୦୬.୦୪.୨୦୨୫ରିଖ, ରବିବାର ଚୈତ୍ର:ଶୁକ୍ଳ ଶ୍ରୀରାମ ନବମୀ ତିଥିରେ ଶ୍ରୀମନ୍ଦିରରେ ‘ଶ୍ରୀରାମ ଜନ୍ମ’ ନୀତି ଅନୁଷ୍ଠିତ ହେବ ।

ଏଣୁ ମଧ୍ୟାହ୍ନଧୂପ ଭୋଗ ଉଠିବା ପରେ ଶ୍ରୀରାମଜନ୍ମ ନୀତି ଶେଷ ହେବା ପର୍ଯ୍ୟନ୍ତ ଆପାତତଃ ଅପରାହ୍ନ ଘ.୫.୦୦ ଟିକା ଠାରୁ ରାତ୍ର ଘ.୧୦.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।

LEAVE A REPLY

Please enter your comment!
Please enter your name here