ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଆଗାମୀ 24 ଘଣ୍ଟା ମଧ୍ୟରେ ବିସ୍ତୃତି ବର୍ଷା ସହ ଉତ୍ତର ଓଡ଼ିଶାର କେତକ ଜିଲ୍ଲାରେ କିଛି କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ (7 ରୁ 20 ସେମି) ତଥା ଗୋଟିଏ ଦୁଇଟି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷାର (20 ସେମିରୁ ଅଧିକ) ସମ୍ଭାବନା

0
99
rains-file

By Our Correspondent

BHUBANESWAR:  ଦକ୍ଷିଣ ବାଂଲାଦେଶ ତତସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟାକା ଅଞ୍ଚଳରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି, 16 ଅଗଷ୍ଟ ସକାଳ 5 ଟା 30 ସମୟ ର ପର୍ଯ୍ୟବେକ୍ଷଣ ଅନୁଯାୟୀ ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ଉପକୁଳ ଏବଂ ତତ-ସଂଲଗ୍ନ ବାଂଲାଦେଶ ଉପକୁଳ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି l

ପ୍ରଭାବ ରେ ରାଜ୍ୟରେ ଆଗାମୀ 24 ଘଣ୍ଟା ମଧ୍ୟରେ ବିସ୍ତୃତି ବର୍ଷା ସହ ଉତ୍ତର ଓଡ଼ିଶାର କେତକ ଜିଲ୍ଲାରେ କିଛି କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ (7 ରୁ 20 ସେମି) ତଥା ଗୋଟିଏ ଦୁଇଟି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷାର (20 ସେମିରୁ ଅଧିକ) ସମ୍ଭାବନା ମଧ୍ୟ ରହିଛି l

ସେହିପରି ଆସନ୍ତା କାଲି ମଧ୍ୟ ବିସ୍ତୃତି ବର୍ଷା ସହ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି l

LEAVE A REPLY

Please enter your comment!
Please enter your name here