ସକ୍ରିୟ ସୁଦୃଶଃ ଲଘୁଚାପ କ୍ଷେତ୍ର ୧୬ତାରିଖ ବେଳକୁ ଏକ ପଶ୍ଚିମକେନ୍ଦ୍ରୀୟ-ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଆନ୍ଧ୍ର ଉପକୂଳ ମୁହାଁ ହେବା ସମ୍ଭାବନା

0
243
rains-file

By Our Correspondent

BHUBANESWAR: ଦକ୍ଷିଣପୂର୍ବ ପାର୍ଶ୍ଵବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ସୁଦୃଶଃ ଲଘୁଚାପ କ୍ଷେତ୍ର  ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରି ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ରେ ଆଜି ସୁଦ୍ଧା ଏକ ଅବପାତ ଏବଂ ପରେ ଉତ୍ତରପଶ୍ଚିମ ଦିଗରେ ଗତିକରି ୧୬ତାରିଖ ବେଳକୁ ଏକ ପଶ୍ଚିମକେନ୍ଦ୍ରୀୟ-ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଆନ୍ଧ୍ର ଉପକୂଳ ମୁହାଁ ହେବା ସମ୍ଭାବନା.

ଏହା ପରବର୍ତ୍ତୀ ସମୟରେ ଦିଗ ପରିବର୍ତନ ସହ ଉତ୍ତର-ଉତ୍ତର-ପୂର୍ବ ଦିଗରେ ଗତି କରି  ୧୭ ତାରିଖ ବେଳକୁ  ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପ୍ରବୋବର୍ତୀ ସମୁଦ୍ର ମଧ୍ୟରେ ଓଡିଶା ଉପକୂଳ ମୁହାଁ ହେବା ସମ୍ଭାବନା ରହିଛି.

LEAVE A REPLY

Please enter your comment!
Please enter your name here