By Our Correspondent
BHUBANESWAR: ସୃଷ୍ଟି ହେବ ଲଘୁଚାପ . ଆଗାମୀ ୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ ସମ୍ଭାବନା.
ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର ଓଡିଶା -ପଶ୍ଚିମବଙ୍ଗ ଉପକୂଳରେ ୭.୬ କିମି ଉଚ୍ଚତା ଯାଏଁ ବାୟୁମଣ୍ଡଳରେ ସକ୍ରିୟ ଥିବା ଘୁର୍ଣ୍ଣି ବଳୟ ପ୍ରଭାବରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ସମାନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା. ରାଜ୍ୟର ବିଭିନ୍ନ ଲାଗିରହିଛି ମୌସୁମୀ ବର୍ଷା.